Isaiah 10:24 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, ହେ ମାରେ ସିୟୋନ ନିବାସୀଗଣ, ତୁମ୍ଭମାନେେ ଅଶୂରକୁ ଭୟ କର ନାହିଁ, ୟଦ୍ଯପି ଅତୀତ ରେ ମିଶର ତୁମ୍ଭମାନଙ୍କୁ ୟଷ୍ଟି ରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ତାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, “ହେ ମୋର ସିୟୋନ ନିବାସୀଗଣ, ତୁମ୍ଭେମାନେ ଅଶୂରକୁ ଭୟ କର ନାହିଁ, ଯଦ୍ୟପି ଅତୀତରେ ମିଶର ତୁମ୍ଭମାନଙ୍କୁ ଯଷ୍ଟିରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।