Isaiah 10:25 — Compare Translations
5 translations compared side by side
Odia - 1840
"ଯେତବେେଳେ ସଦାପ୍ରଭୁ ଜାଣିବେ ଯେ ଅଶୂର ତୁମ୍ଭମାନଙ୍କୁ ବହୁ ଦଣ୍ଡ ଦଇେସାରିଛି, ସେତବେେଳେ ମାରେ କୋର୍ଧ ପ୍ରଶମିତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସଦାପ୍ରଭୁ ଜାଣିବେ ଯେ ଅଶୂର ତୁମ୍ଭମାନଙ୍କୁ ବହୁ ଦଣ୍ଡ ଦେଇସାରିଛି, ସେତେବେଳେ ମୋର କ୍ରୋଧ ପ୍ରଶମିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ।