Isaiah 10:26 — Compare Translations

5 translations compared side by side

Odia - 1840
"ତା'ପ ରେ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରକୁ ବେତ୍ରାଘାତ କରିବେ। ଅତୀତ ରେ ଓ ରବେ ଶୈଳ ରେ ମିଦିଯନର ହତ୍ଯା ଯେପରି ସଦାପ୍ରଭୁ କରିଥିଲେ ଅଶୂରକୁ ଆକ୍ରମଣ କଲା ବେଳେ ସେ ସହେିପରି କରିବେ। ଆଉ ଅତୀତ ରେ ସଦାପ୍ରଭୁ ଯେପରି ତାଙ୍କର ୟଷ୍ଟି ସମୁଦ୍ର ଉପ ରେ ଧାରଣ କରିଥିଲେ ଓ ମିଶରକୁ ଦଣ୍ଡ ଦଇେ ତାଙ୍କର ଲୋକମାନଙ୍କୁ ରକ୍ଷା କରିଥିଲେ, ସହେିପରି ସେ ଅଶୂରରୁ ନିଜ ଲୋକମାନଙ୍କୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ତ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରକୁ ବେତ୍ରାଘାତ କରିବେ। ଅତୀତରେ ଓରେବ୍ ଶୈଳରେ ମିଦିୟନର ହତ୍ୟା ଯେପରି ସଦାପ୍ରଭୁ କରିଥିଲେ ଅଶୂରକୁ ଆକ୍ରମଣ କଲାବେଳେ ସେ ସେହିପରି କରିବେ। ଆଉ ଅତୀତରେ ସଦାପ୍ରଭୁ ଯେପରି ତାଙ୍କର ଯଷ୍ଟି ସମୁଦ୍ର ଉପରେ ଧାରଣ କରିଥିଲେ ଓ ମିଶରକୁ ଦଣ୍ଡ ଦେଇ ତାଙ୍କର ଲୋକମାନଙ୍କୁ ରକ୍ଷା କରିଥିଲେ, ସେହିପରି ସେ ଅଶୂରରୁ ନିଜ ଲୋକମାନଙ୍କୁ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେହିପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେହିପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।