Isaiah 10:28 — Compare Translations
5 translations compared side by side
Odia - 1840
"ସୈନ୍ଯବାହିନୀ ଅଯାତ ରେ' ପ୍ରବେଶ କରିବେ। ସମାନେେ ମିଶ୍ରୋଣ ଖଳା' ମଧ୍ଯ ଦଇେ ଯିବେ ଓ ମିକ୍ମସ ରେ' ଗନ୍ତାଘ ରେ ଖାଦ୍ୟ ସାମଗ୍ରୀ ଗଚ୍ଛିତ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଅଶୂର ସୈନ୍ୟବାହିନୀଙ୍କ ଇସ୍ରାଏଲ ଆକ୍ରମଣ ସୈନ୍ୟବାହିନୀ “ଅୟାତରେ” ପ୍ରବେଶ କରିବେ। ସେମାନେ “ମିଗ୍ରୋଣ ଖଳା” ମଧ୍ୟଦେଇ ଯିବେ ଓ “ମିକ୍ମସରେ” ଗନ୍ତାଘରେ ଖାଦ୍ୟ ସାମଗ୍ରୀ ଗଚ୍ଛିତ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟଦେଇ ଯାଇଅଛି; ସେ ମିକ୍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;
Odia IRV 2017 (ଓଡିଆ ବାଇବେଲ)
ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;