Isaiah 10:29 — Compare Translations

5 translations compared side by side

Odia - 1840
"ସମାନେେ ଘାଟି' ନିକଟରେ ନଦୀ ଅତିକ୍ରମ କରିବେ। ସମାନେେ ଗବୋ ରେ ଶଯନ କରିବେ। ରାମା କମ୍ପିତ ହବେ। ଶାଉଲର ଗିବିଯା ରେ ଲୋକମାନେ ପଳାଯନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ “ଘାଟି” ନିକଟରେ ନଦୀ ଅତିକ୍ରମ କରିବେ। ସେମାନେ ଗେବାରେ ଶୟନ କରିବେ। ରାମା କମ୍ପିତ ହେବ। ଶାଉଲର ଗିବିୟାରେ ଲୋକମାନେ ପଳାୟନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।