Isaiah 10:3 — Compare Translations
5 translations compared side by side
Odia - 1840
"ହେ ବ୍ଯବସ୍ଥାକାରୀଗଣ, ପ୍ରତିଫଳ ଦବୋର ଦିନ ରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ୟ୍ଯକଳାପ ସମ୍ବନ୍ଧ ରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭମାନେେ ସେତବେେଳେ କ'ଣ କରିପାରିବ। ସାହାୟ୍ଯ ପାଇଁ ତୁମ୍ଭମାନେେ କାହା ନିକଟକୁ ଦୌଡ଼ିବ। ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାୟ୍ଯ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ବ୍ୟବସ୍ଥାକାରୀଗଣ, ପ୍ରତିଫଳ ଦେବାର ଦିନରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ଯ୍ୟକଳାପ ସମ୍ବନ୍ଧରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭେମାନେ ସେତେବେଳେ କ’ଣ କରି ପାରିବ, ସାହାଯ୍ୟ ପାଇଁ ତୁମ୍ଭେମାନେ କାହା ନିକଟକୁ ଦୌଡ଼ିବ? ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାଯ୍ୟ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?
Odia IRV 2017 (ଓଡିଆ ବାଇବେଲ)
ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?