Isaiah 10:30 — Compare Translations

5 translations compared side by side

Odia - 1840
"ହେ ଶଲ୍ଲୀମର କନ୍ଯା, ଉଚ୍ଚସ୍ବର ରେ ପାଟି କର। ହେ ଲଯିଶ, ଶୁଣ। ଅନାଥୋଡ୍ ତାକୁ ଉତ୍ତର ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶଦ୍ଦ କର, ହେ ଲୟିଶ୍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍,
Odia Bible ERV 2004 (ପବିତ୍ର ବାଇବଲ)
ହେ ଗଲ୍ଲୀମର କନ୍ୟା, ଉଚ୍ଚସ୍ୱରରେ ପାଟି କର। ହେ ଲୟିଶ, ଶୁଣ। ଅନାଥୋତ୍ ତାକୁ ଉତ୍ତର ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍‍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍‍,
Odia IRV 2017 (ଓଡିଆ ବାଇବେଲ)
ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍‍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍‍,