Isaiah 10:32 — Compare Translations
5 translations compared side by side
Odia - 1840
"ସହେିଦିନ ସୈନ୍ଯବାହିନୀ ନୋବ ରେ ଅଟକିବେ। ୟିରୁଶାଲମର ସିଯୋନ ପର୍ବତ ବିରୁଦ୍ଧ ରେ ୟୁଦ୍ଧ ପାଇଁ ସମାନେେ ପ୍ରସ୍ତୁତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ସୈନ୍ୟବାହିନୀ ନୋବରେ ଅଟକିବେ। ଯିରୁଶାଲମର ସିୟୋନ ପର୍ବତ ବିରୁଦ୍ଧରେ ଯୁଦ୍ଧ ପାଇଁ ସେମାନେ ପ୍ରସ୍ତୁତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।