Isaiah 10:33 — Compare Translations
5 translations compared side by side
Odia - 1840
"ଦେଖ! ଆମ୍ଭମାନଙ୍କର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରର ମହାନ ବୃକ୍ଷସବୁ କାଟି ପକାଇବେ। ସେ ତାଙ୍କର ମହାନ ପରାକ୍ରମ ରେ ଏହା କରିବେ। ମହାନ୍ ଓ ପ୍ରଧାନ ବ୍ଯକ୍ତିମାନଙ୍କୁ ଛଦନେ କରାୟିବ। ସହେି ଉନ୍ନତମାନେ ନତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ! ଆମ୍ଭମାନଙ୍କର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରର ମହାନ ବୃକ୍ଷସବୁ କାଟି ପକାଇବେ। ସେ ତାଙ୍କର ମହାନ ପରାକ୍ରମରେ ଏହା କରିବେ। ମହାନ ଓ ପ୍ରଧାନ ବ୍ୟକ୍ତିମାନଙ୍କୁ ଛେଦନ କରାଯିବ। ସେହି ଉନ୍ନତମାନେ ନତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ।