Isaiah 10:34 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର କୁଠାର ସାହାୟ୍ଯ ରେ ଅରଣ୍ଯକୁ କାଟି ପକାଇବେ। ଲିବାନୋନର ମହାନ୍ ବୃକ୍ଷର ପତନ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲୌହ ଦ୍ଵାରା ବନର ନିବିଡ଼ ସ୍ଥାନସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ଵାରା ଲିବାନୋନ ନିପାତିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର କୁଠାର ସାହାଯ୍ୟରେ ଅରଣ୍ୟକୁ କାଟି ପକାଇବେ। ଲିବାନୋ‌ନ୍‌ର ମହାନ ବୃକ୍ଷର ପତନ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନ ସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ।