Isaiah 10:5 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ତ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
God Will Punish Assyria’s Pride ପରମେଶ୍ୱର କହିବେ, “ମୁଁ ଅଶୂରକୁ ଏକ ଯଷ୍ଟିରୂପେ ବ୍ୟବହାର କରିବି। ଏହି କ୍ରୋଧରୂପକ ଦଣ୍ଡ ଇସ୍ରାଏଲକୁ ଶାସ୍ତି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
Odia IRV 2017 (ଓଡିଆ ବାଇବେଲ)
ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।