Isaiah 10:6 — Compare Translations
5 translations compared side by side
Odia - 1840
"ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ ରରଣେ କରିବି। ସହେି ଲୋକମାନଙ୍କ ଉପ ରେ ମୁଁ କୋରଧିତ ଏବଂ ସମାନଙ୍କେ ବିରୁଦ୍ଧ ରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦବେି। ସେ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେଠାରୁ ଧନସମ୍ପଦ ନଇେ ଆସିବି। ଇଶ୍ରାୟେଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ରେରଣ କରିବି। ସେହି ଲୋକମାନଙ୍କ ଉପରେ ମୁଁ କ୍ରୋଧିତ ଏବଂ ସେମାନଙ୍କ ବିରୁଦ୍ଧରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦେବି। ସେ ସେମାନଙ୍କୁ ପରାସ୍ତ କରିବ ଓ ସେମାନଙ୍କଠାରୁ ଧନସମ୍ପଦ ନେଇ ଆସିବ। ଇସ୍ରାଏଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।