Isaiah 10:7 — Compare Translations
5 translations compared side by side
Odia - 1840
"ମାତ୍ର ମୁଁ ଅଶୂରକୁ ବ୍ଯବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମାେ ପାଇଁ ଏକ ଅସ୍ତ୍ର। ଅଶୂର କବଳେ ଲୋକମାନଙ୍କୁ ଧ୍ବଂସ କରିବାକୁ ଇଚ୍ଛାକରେ। ସେ କବଳେ ଅନକେ ଗୋଷ୍ଠୀକୁ ଧ୍ବଂସ କରିବାକୁ ମନ୍ତ୍ରଣା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତାହାର ଅଭିପ୍ରାୟ ସେପରି ନୁହେଁ, କିଅବା ତାହାର ହୃଦୟ ସେପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ମୁଁ ଅଶୂରକୁ ବ୍ୟବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମୋ’ ପାଇଁ ଏକ ଅସ୍ତ୍ର। ଅଶୂର କେବଳ ଲୋକମାନଙ୍କୁ ଧ୍ୱଂସ କରିବାକୁ ଇଚ୍ଛାକରେ। ସେ କେବଳ ଅନେକ ଗୋଷ୍ଠୀକୁ ଧ୍ୱଂସ କରିବାକୁ ମନ୍ତ୍ରଣା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।