Isaiah 10:8 — Compare Translations

5 translations compared side by side

Odia - 1840
"ଅଶୂର ନିଜକୁ ନିଜେ କହିହୁଏ, ମାରେ ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ କହେ, ଆମ୍ଭର ଅଧିପତିଗଣ ସମସ୍ତେ କି ରାଜା ନୁହନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଅଶୂର ନିଜକୁ ନିଜେ କହିହୁଏ, ‘ମୋର ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ କହେ, “ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହନ୍ତି?
Odia IRV 2017 (ଓଡିଆ ବାଇବେଲ)
କାରଣ ସେ କହେ, ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହଁନ୍ତି?