Isaiah 11:1 — Compare Translations
5 translations compared side by side
Odia - 1840
"ଅନନ୍ତର ୟିଶଯର ଗଣ୍ଠିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା'ର ମୂଳରୁ ଶାଖା ବଢ଼ିବ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିଶୟର ଗଣ୍ତିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ।;
Odia Bible ERV 2004 (ପବିତ୍ର ବାଇବଲ)
ଶାନ୍ତିରାଜା ଅସୁଛନ୍ତି ଅନନ୍ତର ଯିଶୟର ଗଣ୍ଡିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା’ର ମୂଳରୁ ଶାଖା ବଢ଼ିବ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;