Isaiah 11:10 — Compare Translations
5 translations compared side by side
Odia - 1840
"ସହେି ସମୟରେ ଏକ ବିଶଷେ ବ୍ଯକ୍ତି ୟିଶଯର ପରିବାରରୁ ଧ୍ବଜା ସ୍ବରୂପ ଆସିବେ। ସହେି ଧ୍ବଜା ତାଙ୍କ ଚତୁର୍ଦ୍ଦିଗ ରେ ଏକତ୍ରୀତ ହବୋକୁ ଦଖାଇବେେ। ଆଉ ମଧ୍ଯ ଗୋଷ୍ଠୀଯମାନଙ୍କୁ ଉଚିତ କର୍ମ କରିବାକୁ ନିର୍ଦ୍ଦେଶ ଦବେ। ସହେି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହବେ ଓ ଗୌରବନ୍ବିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେଦିନରେ ଗୋଷ୍ଠୀଗଣର ଧ୍ଵଜା ରୂପେ ସ୍ଥାପିତ⇧ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ଵିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଏକ ବିଶେଷ ବ୍ୟକ୍ତି ଯିଶୟର ପରିବାରରୁ ଧ୍ୱଜା ସ୍ୱରୂପ ଆସିବେ। ସେହି ଧ୍ୱଜା ତାଙ୍କ ଚତୁର୍ଦ୍ଦିଗରେ ଏକତ୍ରିତ ହେବାକୁ ଦେଖାଇବେ। ଆଉ ମଧ୍ୟ ଗୋଷ୍ଠୀୟମାନଙ୍କୁ ଉଚିତ୍ କର୍ମ କରିବାକୁ ନିର୍ଦ୍ଦେଶ ଦେବ। ସେହି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହେବ ଓ ଗୌରବାନ୍ୱିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।