Isaiah 11:12 — Compare Translations

5 translations compared side by side

Odia - 1840
"ପରମେଶ୍ବର ଏହି ଧ୍ବଜାକୁ' ସମସ୍ତ ଜାତିଗଣମାନଙ୍କ ନିମନ୍ତେ ସଙ୍କତେ ସ୍ବରୂପ ଉଠାଇବେ। ଇଶ୍ରାୟେଲ ଓ ଯିହୁଦାର ବିଚ୍ଛିନ୍ନ ହାଇେଥିବା ଲୋକମାନେ ଏକତ୍ର ହବେେ। ଯେଉଁମାନେ ପୃଥିବୀର ଲମ୍ବ ଏବଂ ପ୍ରସ୍ଥ ରେ ବିଚ୍ଛିନ୍ନ ହାଇୟୋଇଥିଲେ। କିନ୍ତୁ ପରମେଶ୍ବର ସେ ସମସ୍ତଙ୍କୁ ଏକତ୍ରୀତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ଵଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏହି “ଧ୍ୱଜାକୁ’ ସମସ୍ତ ଜାତିଗଣମାନଙ୍କ ନିମନ୍ତେ ସଙ୍କେତ ସ୍ୱରୂପ ଉଠାଇବେ। ଇସ୍ରାଏଲ ଓ ଯିହୁଦାର ବିଚ୍ଛିନ୍ନ ହୋଇଥିବା ଲୋକମାନେ ଏକତ୍ର ହେବେ। ଯେଉଁମାନେ ପୃଥିବୀର ଲମ୍ବ ଏବଂ ପ୍ରସ୍ଥରେ ବିଚ୍ଛିନ୍ନ ହୋଇଯାଇଥିଲେ। କିନ୍ତୁ ପରମେଶ୍ୱର ସେ ସମସ୍ତଙ୍କୁ ଏକତ୍ରିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।