Isaiah 11:13 — Compare Translations
5 translations compared side by side
Odia - 1840
"ସେ ସମୟରେ ଇଫ୍ରଯିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କହେି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରଯିମକୁ କଷ୍ଟ ଦବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଳେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଳେଶ ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କେହି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରୟିମକୁ କଷ୍ଟ ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।