Isaiah 11:14 — Compare Translations
5 translations compared side by side
Odia - 1840
"ମାତ୍ର ଇଫ୍ରଯିମ ଓ ଯିହୁଦା ଉଭୟେ ପଲେଷ୍ଟୀୟ ଆକ୍ରମଣ କରିବେ। ଏହି ଉଭୟ ଗୋଷ୍ଠୀ ପକ୍ଷୀ ସଦୃଶ କ୍ଷୁଦ୍ର ପ୍ରାଣୀଙ୍କ ଉପରୁ ଝାମ୍ପ ମାରିବେ। ପୂର୍ବଦେଶୀଯ ଲୋକମାନଙ୍କର ସମାନେେ ଧନସମ୍ପଦ ଲୁଣ୍ଠନ କରିବେ। ସେ ଉଭୟେ ଗୋଷ୍ଠୀ ଇଦୋମ, ମାୟୋବ ଓ ଅମ୍ମାନରେ ସନ୍ତାନଗଣଙ୍କୁ ଆଯତ୍ତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟ-ମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନ-ସନ୍ତାନଗଣ ସେମାନଙ୍କର ଆଜ୍ଞାବହ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଇଫ୍ରୟିମ ଓ ଯିହୁଦା ଉଭୟେ ପଲେଷ୍ଟୀୟ ଆକ୍ରମଣ କରିବେ। ଏହି ଉଭୟ ଗୋଷ୍ଠୀ ପକ୍ଷୀ ସଦୃଶ କ୍ଷୁଦ୍ର ପ୍ରାଣୀଙ୍କ ଉପରୁ ଝାମ୍ପ ମାରିବେ। ପୂର୍ବଦେଶୀୟ ଲୋକମାନଙ୍କର ସେମାନେ ଧନସମ୍ପଦ ଲୁଣ୍ଠନ କରିବେ। ସେ ଉଭୟେ ଗୋଷ୍ଠୀ ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣଙ୍କୁ ଆୟତ୍ତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।
Odia IRV 2017 (ଓଡିଆ ବାଇବେଲ)