Isaiah 11:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କ୍ରୋଧିତ ହାଇେ ମିଶରୀଯ ସମୁଦ୍ରକୁ ଭାଗ ଭାଗ କରିବେ। ସହେିପରି ଭାବରେ ତାଙ୍କର ପ୍ରବଳ ବାଯୁ ଦ୍ବାରା ଇଉଫ୍ ରଟେିସ ନଦୀ ଉପ ରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ବାରା ସହେି ନଦୀ ସାତଟି କ୍ଷୁଦ୍ର ନଦୀ ରେ ବିଭକ୍ତ ହବେ। ସଗେୁଡ଼ିକର ଗଭୀରତା ହ୍ରାସ ହବେ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦ ରେ ଚାଲି ତାକୁ ଅତିକ୍ରମ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ଵା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ଵାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କ୍ରୋଧିତ ହୋଇ ମିଶରୀୟ ସମୁଦ୍ରକୁ ଭାଗ ଭାଗ କରିବେ। ସେହିପରି ଭାବରେ ତାଙ୍କର ପ୍ରବଳ ବାୟୁ ଦ୍ୱାରା ଇଉଫ୍ରେଟିସ୍ ନଦୀ ଉପରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ୱାରା ସେହି ନଦୀ ସାତୋଟି କ୍ଷୁଦ୍ର ନଦୀରେ ବିଭକ୍ତ ହେବ। ସେଗୁଡ଼ିକର ଗଭୀରତା ହ୍ରାସ ହେବ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦରେ ଗ୍ଭଲି ତାକୁ ଅତିକ୍ରମ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ।