Isaiah 11:16 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ଅବଶିଷ୍ଟାଂଶ ଲୋକେ ଏହି ରାଜପଥରେ ଗମନ କରିବେ। ଏହା ମିଶର ଦେଶରୁ ଲୋକଙ୍କୁ କାଢ଼ିବା ପରମେଶ୍ବରଙ୍କ ପରି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଅବଶିଷ୍ଟାଂଶ ଲୋକେ ଏହି ରାଜପଥରେ ଗମନ କରିବେ। ଏହା ମିଶର ଦେଶରୁ ଲୋକଙ୍କୁ କାଢ଼ିବା ପରମେଶ୍ୱରଙ୍କ ପରି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।