Isaiah 11:2 — Compare Translations
5 translations compared side by side
Odia - 1840
"ସହେି ପିଲାମଧିଅରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସହେି ଆତ୍ମା ଜ୍ଞାନ, ବିବଚେନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ଯ ସହେି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାୟ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ପିଲା ମଧ୍ୟରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସେହି ଆତ୍ମା ଜ୍ଞାନ, ବିବେଚନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ୟ ସେହି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାଯ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;