Isaiah 11:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣର ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହେବେ। ଏହି ପିଲା ନିଜ ଦୃଷ୍ଟି ବଳରେ ଲୋକମାନଙ୍କୁ ବିଗ୍ଭର କରିବ ନାହିଁ କିମ୍ବା ନିଜର ଶୁଣିବାନୁସାରେ ଅନୁଯୋଗ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,