Isaiah 11:4 — Compare Translations

5 translations compared side by side

Odia - 1840
"ସେ ସାଧୁ ଓ ନିରପେକ୍ଷ ରହିବେ, ଯେତବେେଳେ ଗରୀବ ଏବଂ ଅସହାୟ ଲୋକଙ୍କର ବିଚାର କରୁଥିବେ। ସେ ଯେତବେେଳେ ଲୋକଙ୍କୁ ଦଣ୍ଡ ଦବୋକୁ ସ୍ଥିର କରିବ, ସେତବେେଳେ ସମାନେେ ଦଣ୍ଡିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଧର୍ମରେ ଦୀନହୀନମାନଙ୍କର ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେନ୍ତ ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ତ ଦ୍ଵାରା ପୃଥିବୀକି ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ଵାସ ଦ୍ଵାରା ଦୁଷ୍ଟକୁ ସଂହାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା’ର ଅଣ୍ଟାର ବଳୟ ସଦୃଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
Odia IRV 2017 (ଓଡିଆ ବାଇବେଲ)