Isaiah 11:6 — Compare Translations

5 translations compared side by side

Odia - 1840
"ସେ ସମୟରେ ଗଧିଆଗୁଡ଼ିକ ମଷେ ଶାବକମାନଙ୍କ ସହିତ ଶାନ୍ତି ରେ ବାସ କରିବେ। ଛଳେିଛୁଆ ସହିତ ବାଘ ଏକତ୍ର ଶାନ୍ତି ରେ ଶୋଇବେ। ବାଛୁରୀ, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତି ରେ ବାସ କରିବେ। ଏପରିକି ଗୋଟିଏ େଛାଟ ପିଲା ସମାନଙ୍କେୁ ଅଡ଼ାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତା ବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବାସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେନ୍ତ ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଗଧିଆଗୁଡ଼ିକ ମେଷ ଶାବକମାନଙ୍କ ସହିତ ଶାନ୍ତିରେ ବାସ କରିବେ। ଛେଳିଛୁଆ ସହିତ ବାଘ ଏକତ୍ର ଶାନ୍ତିରେ ଶୋଇବେ। ବାଛୁରି, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତିରେ ବାସ କରିବେ। ଏପରିକି ଗୋଟିଏ ଛୋଟ ପିଲା ସେମାନଙ୍କୁ ଅଡ଼ାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।
Odia IRV 2017 (ଓଡିଆ ବାଇବେଲ)
ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।