Isaiah 11:7 — Compare Translations

5 translations compared side by side

Odia - 1840
"ଗାଈ ଓ ଭାଲୁଗୁଡ଼ିକ ଏକତ୍ର ଶାନ୍ତି ରେ ରବାସ କରିବେ। ସେ ସମସ୍ତଙ୍କର ପିଲାମାନେ ପରସ୍ପରକୁ ଆଘାତ ନ କରି ଏକତ୍ର ଶାଇେବେ। ସିଂହମାନେ ଗାଈପରି ନଡା ଖାଇବେ। ଏପରିକି ସର୍ପ ମଧ୍ଯ କାହାରିକୁ ଆଘାତ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଈ ଓ ଭାଲୁଗୁଡ଼ିକ ଏକତ୍ର ଶାନ୍ତିରେ ବାସ କରିବେ। ସେ ସମସ୍ତଙ୍କର ପିଲାମାନେ ପରସ୍ପରକୁ ଆଘାତ ନ କରି ଏକତ୍ର ଶୋଇବେ। ସିଂହମାନେ ଗାଈପରି ନଡ଼ା ଖାଇବେ। ଏପରିକି ସର୍ପ ମଧ୍ୟ କାହାରିକୁ ଆଘାତ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।