Isaiah 11:8 — Compare Translations
5 translations compared side by side
Odia - 1840
"ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତ ରେ ଖଳେିବ। ଆଉ ମଧ୍ଯ ଶିଶୁଟି ନିର୍ଭୟ ରେ ସର୍ପ ଗର୍ତ୍ତ ରେ ହାତ ପୁରାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କାଳସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତରେ ଖେଳିବ। ଆଉ ମଧ୍ୟ ଶିଶୁଟି ନିର୍ଭୟରେ ସର୍ପ ଗର୍ତ୍ତରେ ହାତ ପୁରାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।