Isaiah 11:9 — Compare Translations

5 translations compared side by side

Odia - 1840
"କୌଣସି ବ୍ଯକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମାରେ ପବିତ୍ର ପର୍ବତ ରେ କୌଣସି ବ୍ଯକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷଯ ରେ ସମାନଙ୍କେ ପରିପୂର୍ଣ୍ଣ ଜ୍ଞାନ ହବେ। ସମୁଦ୍ର ଯେପରି ଜଳ ରେ ପରିପୂର୍ଣ୍ଣ ପୃଥିବୀ ସହେିପରି ସଦାପ୍ରଭୁ ବିଷଯକ ଜ୍ଞାନ ରେ ପରିପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ବ୍ୟକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମୋର ପବିତ୍ର ପର୍ବତରେ କୌଣସି ବ୍ୟକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷୟରେ ସେମାନଙ୍କ ପରିପୂର୍ଣ୍ଣ ଜ୍ଞାନ ହେବ। ସମୁଦ୍ର ଯେପରି ଜଳରେ ପରିପୂର୍ଣ୍ଣ ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।