Isaiah 12:1 — Compare Translations

5 translations compared side by side

Odia - 1840
"ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ପ୍ରତି ପ୍ରଶଂସା ଗାନ ସେହି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି, ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।”
Odia IRV 2017 (ଓଡିଆ ବାଇବେଲ)
ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।