Isaiah 12:2 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାରେ ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ବାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମାେତେ ରକ୍ଷା କରନ୍ତି। ୟିହୋବା ସଦାପ୍ରଭୁ ମାରେ ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋର ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ୱାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମୋତେ ରକ୍ଷା କରନ୍ତି। ଯିହୋବାଃ ସଦାପ୍ରଭୁ ମୋର ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”