Isaiah 12:3 — Compare Translations
5 translations compared side by side
Odia - 1840
"ପରିତ୍ରାଣ ରୂପକ କୂପରୁ ତୁମ୍ଭମାନେେ ଜଳ କାଢ଼ିବ। ତାହା ହେଲେ ତୁମ୍ଭମାନେେ ସୁଖୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ପରିତ୍ରାଣ ରୂପକ କୂପରୁ ତୁମ୍ଭେମାନେ ଜଳ କାଢ଼ିବ। ତାହାହେଲେ ତୁମ୍ଭେମାନେ ସୁଖୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।