Isaiah 12:4 — Compare Translations

5 translations compared side by side

Odia - 1840
"ତା'ପ ରେ ତୁମ୍ଭେ କହିବ, ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମ ରେ ପ୍ରାର୍ଥନା କର। ସେ ଯେଉଁ ମହାନ୍ କାର୍ୟ୍ଯ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗ ରେ ତାଙ୍କର ପ୍ରଶଂସା କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର⇧।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭେ କହିବ, “ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମରେ ପ୍ରାର୍ଥନା କର। ସେ ଯେଉଁ ମହାନ କାର୍ଯ୍ୟ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗରେ ତାଙ୍କର ପ୍ରଶଂସା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।