Isaiah 12:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଗାନ କର। କାରଣ ସେ ମହିମାୟୁକ୍ତ କାର୍ୟ୍ଯ କରିଛନ୍ତି। ତାହାଙ୍କର ସମଗ୍ର ପୃଥିବୀ ରେ ମହିମା ବ୍ଯାପ୍ତ ହେଉ। ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର। କାରଣ ସେ ମହିମାଯୁକ୍ତ କାର୍ଯ୍ୟ କରିଛନ୍ତି। ତାହାଙ୍କର ସମଗ୍ର ପୃଥିବୀରେ ମହିମା ବ୍ୟାପ୍ତ ହେଉ। ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।