Isaiah 12:6 — Compare Translations
5 translations compared side by side
Odia - 1840
"ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ଵର କରି ଆନନ୍ଦଧ୍ଵନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ଵରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର। ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ତେଣୁ ଆନନ୍ଦ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”