Isaiah 13:1 — Compare Translations
5 translations compared side by side
Odia - 1840
"ପରମେଶ୍ବର ଆମାେସଙ୍କ ପୁତ୍ର ଯିଶାଇୟଙ୍କୁ ବାବିଲ ସମ୍ବନ୍ଧୀଯ ବାର୍ତ୍ତା ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲ ବିଷୟକ ଭାରୋକ୍ତି, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ପରମେଶ୍ୱର ଆମୋସଙ୍କ ପୁତ୍ର ଯିଶାଇୟଙ୍କୁ ବାବିଲ ସମ୍ବନ୍ଧୀୟ ବାର୍ତ୍ତା ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।