Isaiah 13:10 — Compare Translations
5 translations compared side by side
Odia - 1840
"ସେତବେେଳେ ସ୍ବର୍ଗ ଅନ୍ଧକାରମଯ ହବେ ଓ ସୂର୍ୟ୍ଯ, ଚନ୍ଦ୍ର ଓ ତାରାଗଣ ଆଲୋକ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆକାଶମଣ୍ତଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସ୍ୱର୍ଗ ଅନ୍ଧକାରମୟ ହେବ ଓ ସୂର୍ଯ୍ୟ, ଚନ୍ଦ୍ର ଓ ତାରାଗଣ ଆଲୋକ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।