Isaiah 13:11 — Compare Translations
5 translations compared side by side
Odia - 1840
"ପରମେଶ୍ବର କୁହନ୍ତି, ପୃଥିବୀ ରେ ଅମଙ୍ଗଳ ଘଟିବାର ମୁଁ କାରଣ ହବେି। ମୁଁ ମନ୍ଦାଚାରୀଙ୍କୁ ସମାନଙ୍କେର ପାପ ଲାଗି ଦଣ୍ଡ ଦବେି। ଅହଙ୍କାରୀମାନଙ୍କର ଗର୍ବକୁ ଖର୍ବ କରିବି। ବଡ଼ିମା ଦଖାେଉଥିବା ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କୁହନ୍ତି, “ପୃଥିବୀରେ ଅମଙ୍ଗଳ ଘଟିବାର ମୁଁ କାରଣ ହେବି। ମୁଁ ମନ୍ଦାଗ୍ଭରୀଙ୍କୁ ସେମାନଙ୍କର ପାପ ଲାଗି ଦଣ୍ଡ ଦେବି। ଅହଙ୍କାରୀମାନଙ୍କର ଗର୍ବକୁ ଖର୍ବ କରିବି। ବଡ଼ିମା ଦେଖାଉଥିବା ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।