Isaiah 13:12 — Compare Translations

5 translations compared side by side

Odia - 1840
"ଦୁଲର୍‌ଲଭ ସୁବର୍ଣ୍ଣ ପରି ଅଳ୍ପ, କେତକେ ଉତ୍ତମ ଲୋକ ରହିବେ ଓ ସମାନେେ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉଜ୍ଜ୍ବଳ ଭାବରେ ଦୀପ୍ତି ବିକାଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଦୁର୍ଲଭ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଦୁର୍ଲୋଭ ସୁବର୍ଣ୍ଣ ପରି ଅଳ୍ପ, କେତେକ ଉତ୍ତମ ଲୋକ ରହିବେ ଓ ସେମାନେ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉଜ୍ଜ୍ୱଳ ଭାବରେ ଦୀପ୍ତି ବିକାଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।