Isaiah 13:14 — Compare Translations
5 translations compared side by side
Odia - 1840
"ଆହତ ହରିଣ ଓ ପାଳକହୀନ ମଷେପାଳକମାନଙ୍କ ପରି ବାବିଲର ଲୋକମାନେ ପଳାଯନ କରିବେ। ସମାନେେ ସମସ୍ତେ ନିଜ ଦେଶ ଓ ଗୋଷ୍ଠୀ ଆଡ଼କୁ ଧାବିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହତ ହରିଣ ଓ ପାଳକହୀନ ମେଷପାଳକମାନଙ୍କ ପରି ବାବିଲର ଲୋକମାନେ ପଳାୟନ କରିବେ। ସେମାନେ ସମସ୍ତେ ନିଜ ଦେଶ ଓ ଗୋଷ୍ଠୀ ଆଡ଼କୁ ଧାବିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ।