Isaiah 13:15 — Compare Translations

5 translations compared side by side

Odia - 1840
"ମାତ୍ର ଶତ୍ରୁଗଣ ବାବିଲନୀଯଙ୍କ ପଶ୍ଚାତ୍ଧାବନ କରିବେ ଓ ଯେତବେେଳେ ସମାନଙ୍କେୁ ଧରିବେ ଖଡ୍ଗ ରେ ସମାନଙ୍କେୁ ହତ୍ଯା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପ୍ରତ୍ୟେକ ଲୋକର ଉଦ୍ଦେଶ୍ୟ ମିଳିବ, ସେ ଅସ୍ତ୍ରବିଦ୍ଧ ହେବ ଓ ଯେ ପ୍ରତ୍ୟେକ ଲୋକ ଧରା ଯିବ, ସେ ଖଡ଼୍‍ଗରେ ପତିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଶତ୍ରୁଗଣ ବାବିଲନୀୟଙ୍କ ପଶ୍ଚା‌‌‌ତ୍‌‌‌ଧାବନ କରିବେ ଓ ଯେତେବେଳେ ସେମାନଙ୍କୁ ଧରିବେ ‌‌ଖ‌ଡ଼୍‌ଗରେ ସେମାନଙ୍କୁ ହତ୍ୟା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେକୌଣସି ଲୋକକୁ ଧରାଯିବ, ସେ ଖଡ୍ଗରେ ପତିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେ କୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେ କୌଣସି ଲୋକକୁ ଧରା ଯିବ, ସେ ଖଡ୍ଗରେ ପତିତ ହେବ।