Isaiah 13:16 — Compare Translations

5 translations compared side by side

Odia - 1840
"ସମାନଙ୍କେର ଗୃହମାନଙ୍କରୁ ସମସ୍ତ ଦ୍ରବ୍ଯ ଲୁଣ୍ଠିତ ହବେ। ସମାନଙ୍କେର ଭାର୍ୟ୍ଯାମାନେ ଧର୍ଷିତା ହବେେ ଓ ସମାନଙ୍କେର ଦୃଷ୍ଟି ଗୋଚର ରେ ସମାନଙ୍କେର େଛାଟ ପିଲାମାନେ ମୃତ୍ଯୁ ପର୍ୟ୍ଯନ୍ତ କୋରଡ଼ା ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଗୃହମାନଙ୍କରୁ ସମସ୍ତ ଦ୍ରବ୍ୟ ଲୁଣ୍ଠିତ ହେବ। ସେମାନଙ୍କର ଭାର୍ଯ୍ୟାମାନେ ଧର୍ଷିତା ହେବେ ଓ ସେମାନଙ୍କର ଦୃଷ୍ଟି ଗୋଚରରେ ସେମାନଙ୍କର ଛୋଟ ପିଲାମାନେ ମୃତ୍ୟୁ ପର୍ଯ୍ୟନ୍ତ କୋରଡ଼ା ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।