Isaiah 13:17 — Compare Translations

5 translations compared side by side

Odia - 1840
"ପରମେଶ୍ବର କୁହନ୍ତି, ବାବିଲର ବିପକ୍ଷ ରେ ଆକ୍ରମଣ ପାଇଁ ମୁଁ ମାଦୀଯମାନଙ୍କୁ ନିଯୋଜିତ କରିବି। ରେ ୗପ୍ୟ ଓ ସୁବର୍ଣ୍ଣ ଲାଞ୍ଚ ପାଇଲେ ମଧ୍ଯ ମାଦୀଯର ସୈନ୍ଯମାନେ କବେେ ଆକ୍ରମଣରୁ ନିବୃତ୍ତ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କୁହନ୍ତି, “ବାବିଲର ବିପକ୍ଷରେ ଆକ୍ରମଣ ପାଇଁ ମୁଁ ମାଦୀୟମାନଙ୍କୁ ନିୟୋଜିତ କରିବି। ରୌପ୍ୟ ଓ ସୁବର୍ଣ୍ଣ ଲାଞ୍ଚ ପାଇଲେ ମଧ୍ୟ ମାଦୀୟର ସୈନ୍ୟମାନେ କେବେ ଆକ୍ରମଣରୁ ନିବୃତ୍ତ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।