Isaiah 13:18 — Compare Translations

5 translations compared side by side

Odia - 1840
"ସହେି ସୈନ୍ଯମାନେ ବାବିଲ ଆକ୍ରମଣ କରି ତା'ର ୟୁବକମାନଙ୍କୁ ହତ୍ଯା କରିବେ। ଏପରିକି ଶିଶୁମାନଙ୍କ ପ୍ରତି ସମାନେେ ଦୟା ଦଖାଇବେେ ନାହିଁ କିମ୍ବା ପିଲାମାନଙ୍କୁ ଛାଡ଼ିବେ ନାହିଁ। ବାବିଲ ସଦୋମ ଓ ହ ମାରୋର ପରି ସଂପୂର୍ଣ୍ଣ ଧ୍ବଂସ ପାଇବ। ଯେତବେେଳେ ପରମେଶ୍ବର ସମାନଙ୍କେୁ ନଷ୍ଟ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୈନ୍ୟମାନେ ବାବିଲ ଆକ୍ରମଣ କରି ତା’ର ଯୁବକମାନଙ୍କୁ ହତ୍ୟା କରିବେ। ଏପରିକି ଶିଶୁମାନଙ୍କ ପ୍ରତି ସେମାନେ ଦୟା ଦେଖାଇବେ ନାହିଁ କିମ୍ବା ପିଲାମାନଙ୍କୁ ଛାଡ଼ିବେ ନାହିଁ। ବାବିଲ ସଦୋମ ଓ ହମୋରାର ପରି ସମ୍ପୂର୍ଣ୍ଣ ଧ୍ୱଂସ ପାଇବ। ଯେତେବେଳେ ପରମେଶ୍ୱର ସେମାନଙ୍କୁ ନଷ୍ଟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।