Isaiah 13:19 — Compare Translations
5 translations compared side by side
Odia - 1840
"ବାବିଲୋନୀଯମାନେ ତାଙ୍କ ଦେଶପାଇଁ ଗର୍ବିତ ହୁଅନ୍ତି। କାରଣ ତାଙ୍କର ରାଜ୍ଯ ସବୁ ରାଜ୍ଯମାନଙ୍କ ମଧିଅରେ ଅଧିକ ସୌନ୍ଦର୍ୟ୍ଯଶାଳୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜ୍ୟସମୂହର ଗୌରବ ସ୍ଵରୂପ ଓ କଲଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ଵରୂପ ଯେ ବାବିଲ, ତାହା ପରମେଶ୍ଵରଙ୍କ ଦ୍ଵାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ବାବିଲନୀୟମାନେ ତାଙ୍କ ଦେଶପାଇଁ ଗର୍ବିତ ହୁଅନ୍ତି। କାରଣ ତାଙ୍କର ରାଜ୍ୟ ସବୁ ରାଜ୍ୟମାନଙ୍କ ମଧ୍ୟରେ ଅଧିକ ସୌନ୍ଦର୍ଯ୍ୟଶାଳୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।