Isaiah 13:2 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ବୃକ୍ଷଲତା ଶୂନ୍ଯ ପର୍ବତ ଉପ ରେ ଏକ ଧ୍ବଜା ଟକେ। ହସ୍ତ ହଲାଇ ଲୋକମାନଙ୍କୁ ଉଚ୍ଚସ୍ବର ରେ ଡ଼ାକ। ସମାନଙ୍କେୁ କୁହ ଅଧିପତିମାନେ ପ୍ରବେଶ କରୁଥିବା ଦ୍ବାର ଦଇେ ସମାନେେ ପ୍ରବେଶ କରନ୍ତୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ଵଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ,, ସେମାନେ ଅଧିପତିମାନଙ୍କର ନଗର-ଦ୍ଵାରରେ ପ୍ରବେଶ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ବୃକ୍ଷଲତା ଶୂନ୍ୟ ପର୍ବତ ଉପରେ ଏକ ଧ୍ୱଜା ଟେକ। ହସ୍ତ ହଲାଇ ଲୋକମାନଙ୍କୁ ଉଚ୍ଚସ୍ୱରରେ ଡାକ। ସେମାନଙ୍କୁ କୁହ ଅଧିପତିମାନେ ପ୍ରବେଶ କରୁଥିବା ଦ୍ୱାର ଦେଇ ସେମାନେ ପ୍ରବେଶ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର-ଦ୍ୱାରରେ ପ୍ରବେଶ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ।