Isaiah 13:20 — Compare Translations

5 translations compared side by side

Odia - 1840
"ମାତ୍ର ସେ ଆଉ ସୁନ୍ଦର ହାଇେ ରହିବ ନାହିଁ। ଲୋକମାନେ ଭବିଷ୍ଯତ ରେ ଆଉ ସଠାେ ରେ ବାସ କରିବେ ନାହିଁ। ଆରବୀଯମାନେ ଆଉ ସଠାେ ରେ ତମ୍ବୁ ପକାଇବେ ନାହିଁ। ମଷେପାଳକମାନେ ସମାନଙ୍କେର ମଷେମାନଙ୍କୁ ସଠାେ ରେ ଚରାଇବା ପାଇଁ ଆଣିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା କଦାଚ ବସତିସ୍ଥାନ ନୋହିବ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ଵୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ଆଉ ସୁନ୍ଦର ହୋଇ ରହିବ ନାହିଁ। ଲୋକମାନେ ଭବିଷ୍ୟତରେ ଆଉ ସେଠାରେ ବାସ କରିବେ ନାହିଁ। ଆରବୀୟମାନେ ଆଉ ସେଠାରେ ତମ୍ବୁ ପକାଇବେ ନାହିଁ। ମେଷପାଳକମାନେ ସେମାନଙ୍କର ମେଷମାନଙ୍କୁ ସେଠାରେ ଚରାଇବା ପାଇଁ ଆଣିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହା କଦାଚ ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।