Isaiah 13:21 — Compare Translations
5 translations compared side by side
Odia - 1840
"ସହେି ମରୁଭୂମିରେ କବଳେ କେତକେ ବନ୍ଯପ୍ରାଣୀ ବାସ କରିବେ। ବାବିଲନୀଯମାନେ ସମାନଙ୍କେ ନିଜ ଗୃହ ରେ ଆଉ ରହିବେ ନାହିଁ। ସହେି ଗୃହଗୁଡ଼ିକ ପଚୋ ଓ ଓଟପକ୍ଷୀ ବାସ କରିବେ ଏବଂ ବନ୍ଯଛାଗ ସଠାେ ରେ ନୃତ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବନ୍ୟ ପଶୁମାନେ ସେସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଉଷ୍ଟ୍ରପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମରୁଭୂମିରେ କେବଳ କେତେକ ବନ୍ୟପ୍ରାଣୀ ବାସ କରିବେ। ବାବିଲନୀୟମାନେ ସେମାନଙ୍କ ନିଜ ଗୃହରେ ଆଉ ରହିବେ ନାହିଁ। ସେହି ଗୃହଗୁଡ଼ିକ ପେଗ୍ଭ ଓ ଓଟପକ୍ଷୀ ବାସ କରିବେ ଏବଂ ବନ୍ୟଛାଗ ସେଠାରେ ନୃତ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ।