Isaiah 13:22 — Compare Translations
5 translations compared side by side
Odia - 1840
"ବାବିଲର ସୁନ୍ଦର ପ୍ରାସାଦମାନଙ୍କ ରେ ଶୃଗାଳ ଓ କନ୍ଦେୁଆମାନେ ଭୁକିବେ। ବାବିଲ ସମ୍ପୂର୍ଣ୍ଣ ଧ୍ବଂସ ହବେ। ସେ ସମୟ ଖୁବ୍ ନିକଟ ଓ ମୁଁ ସେ ଧ୍ବଂସର ଦିନକୁ ଆଉ ଅଧିକ ବିଳମ୍ବ କରିବି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ସୁନ୍ଦର ପ୍ରାସାଦମାନଙ୍କରେ ଶୃଗାଳ ଓ କେନ୍ଦୁଆମାନେ ଭୁକିବେ। ବାବିଲ ସମ୍ପୂର୍ଣ୍ଣ ଧ୍ୱଂସ ହେବ। ସେ ସମୟ ଖୁବ୍ ନିକଟ ଓ ମୁଁ ସେ ଧ୍ୱଂସର ଦିନକୁ ଆଉ ଅଧିକ ବିଳମ୍ବ କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।