Isaiah 13:3 — Compare Translations
5 translations compared side by side
Odia - 1840
"ପୁଣି ପରମେଶ୍ବର କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ପ୍ରତିଷ୍ଠିତ ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀ-ଗଣଙ୍କୁ ଆହ୍ଵାନ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପରମେଶ୍ୱର କହିଲେ, “ମୁଁ ସେହି ଲୋକମାନଙ୍କୁ ଅନ୍ୟ ଲୋକମାନଙ୍କଠାରୁ ଅଲଗା କରିଥିଲି। ମୁଁ ସେମାନଙ୍କୁ ନିଜେ ଆଦେଶ ଦେବି। ମୁଁ ବୃଦ୍ଧ, ମୋର ଉତ୍ତମ ଲୋକମାନଙ୍କୁ ଏକତ୍ରିତ କରିଛି, ସେମାନେ ଲୋକମାନଙ୍କୁ ଦଣ୍ଡ ଦେବେ। ମୁଁ ଏହି ସୁଖୀ ଲୋକମାନଙ୍କ ପାଇଁ ଗର୍ବିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।