Isaiah 13:4 — Compare Translations

5 translations compared side by side

Odia - 1840
"ପର୍ବତମାନଙ୍କ ରେ ହେଉଥିବା କୋଳାହଳ ପ୍ରତି ଧ୍ଯାନ ଦିଅ। ଏହି ବହୁ ଲୋକଙ୍କର କୋଳାହଳ ପରି ଶୁଣାଯାଉଛି। ବହୁ ରାଜ୍ଯର ଲୋକେ ଏକତ୍ରୀତ ହାଇେଛନ୍ତି। ସଦାପ୍ରଭୁ ସର୍ବଶକ୍ତିମାନ ତାଙ୍କର ସୈନ୍ଯବାହିନୀକୁ ଏକତ୍ରୀତ ହବୋକୁ ଆହ୍ବାନ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପର୍ବତମାନରେ ମହାଜନତାର ନ୍ୟାୟ ଲୋକାରଣ୍ୟର ରବ ହେଉଅଛିଣ! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ପର୍ବତମାନଙ୍କରେ ହେଉଥିବା କୋଳାହଳ ପ୍ରତି ଧ୍ୟାନ ଦିଅ। ଏହି ବହୁ ଲୋକଙ୍କର କୋଳାହଳ ପରି ଶୁଣାଯାଉଛି। ବହୁ ରାଜ୍ୟର ଲୋକେ ଏକତ୍ରିତ ହୋଇଛନ୍ତି। ସଦାପ୍ରଭୁ ସର୍ବଶକ୍ତିମାନ ତାଙ୍କର ସୈନ୍ୟବାହିନୀକୁ ଏକତ୍ରିତ ହେବାକୁ ଆହ୍ୱାନ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।